ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱର ସ୍ଥିତ ବରମୁଣ୍ଡାର ତ୍ରିନାଥ ମନ୍ଦିର ରୋଡ଼ରେ ଥିବା ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି | ବର୍ତ୍ତମାନ ସୁଦ୍ଧା ଯୁବକଙ୍କ ପରିଚୟ ମିଳିପାରିନାହିଁ | ଯୁବକ ଜଣଙ୍କ ଘର ବାହାର ରାଜ୍ୟରେ ବୋଲି ଜଣାଯାଇଛି। ଯୁବକ ଜଣଙ୍କୁ ହତ୍ୟା କରାଯାଇଛି ନା ଆତ୍ମହତ୍ୟା କରିଛନ୍ତି ତାର କାରଣ ଅସ୍ପଷ୍ଟ ରହିଛି। ଖଣ୍ଡଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….