ରିପୋର୍ଟ କାର୍ଡ / ଟିଟଲାଗଡ
ଟିଟଲାଗଡ ଜିଲ୍ଲା ବଲାଙ୍ଗୀର କଳାହାଣ୍ଡି ରାସ୍ତା ବେଲଗାଁ ରେ ଅଭାବନୀୟ ଘଟଣା ଘଟିଛି। ଏକ ବ୍ରିଜ୍ ତଳୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିପାରିନାହିଁ। ଯୁବକଙ୍କୁ କେହି ଜଣେ ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।






More Stories
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..