ରିପୋର୍ଟ କାର୍ଡ / ବଲାଙ୍ଗିର
ହସ୍ପିଟାଲ ପରିସରରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲର ସିଟି ସ୍କାନ ୱାର୍ଡ ପଛପଟେ ଥିବା ଏକ ଦେବଦାରୁ ଗଛରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ, ହାତରେ ଛୁଞ୍ଚି ଲାଗିଥିବାରୁ ରୋଗୀ ହୋଇଥିବା ସନ୍ଦେହ କରାଯାଉଛି। ଯୁବକଙ୍କ ଜଣଙ୍କ ଆତ୍ମହତ୍ୟା କରିଛନ୍ତି, ଅନ୍ୟ କିଛି କାରଣ ଅଛି ତାହା ଜଣାପଡ଼ି ନାହିଁ। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।






More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..