ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମୌସୁମୀ ଅଧିବେଶନର ଦ୍ଵିତୀୟ ଦିନରେ ଉଭୟ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିପାରିନାହିଁ। ମଣିପୁର ଘଟଣାକୁ ନେଇ କ୍ରମାଗତ ଭାବେ ବିରୋଧୀ ଗୃହରେ ହଙ୍ଗାମା କରିଥିଲେ। ଲୋକ ସଭାକୁ ଜୁଲାଇ ୨୪ ଅର୍ଥାତ୍ ସୋମବାର ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଏହା ପରେ ରାଜ୍ୟ ସଭାକୁ ମଧ୍ୟ ସୋମବାର ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି।






More Stories
ରାଜସ୍ଥାନରେ ହିଂସା:ଇଣ୍ଟରନେଟ୍ ସେବା ବନ୍ଦ……
ଶରିଫ ଉସମାନଙ୍କ ହତ୍ୟା ପଛରେ ୟୁନୁସଙ୍କ ହାତ ଅଭିଯୋଗ……
ବଳାତ୍କାରୀଙ୍କୁ ଜାମିନ,ପୀଡ଼ିତାଙ୍କ ସହ ଅପରାଧୀ ଭଳି ବ୍ୟବହାର…..