ରିପୋର୍ଟ କାର୍ଡ / ବୌଦ୍ଧ
ବୌଦ୍ଧରେ କୁମ୍ବିଂ ଅପରେସନ୍ ବେଳେ ନକ୍ସଲ ଏବଂ ଯବାନ ମୁହାଁମୁହିଁ ହୋଇଛନ୍ତି। ଗୁଳି ବିନିମୟ ବେଳେ ମାଓ କ୍ୟାମ୍ପକୁ ଧ୍ବଂସ କରାଯାଇଛି। ବୁଢାଖୋଲ ଓ ମାତାକ୍ରୁପା ଜଙ୍ଗଲରେ ଏସଓଜି ଯବାନଙ୍କ ପକ୍ଷରୁ କୁମ୍ବିଂ କରାଯାଉଥିଲା। ପୋଲିସ ଏବଂ ମାଓବାଦୀଙ୍କ ଗୁଳି ବିନିମୟ ପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ସେପଟେ ଘଟଣାସ୍ଥଳରୁ ଆଇଇଡି ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରାଯାଇଛି। ବର୍ତ୍ତମାନ ମଧ୍ୟ ସର୍ଚ୍ଚ ଅପରେସନ୍ ଜାରି ରହିଥିବା ଜଣାପଡିଛି |






More Stories
ସରକାରୀ ଗାଡିର ତେଲ ପାଇଁ ପେଟ୍ରୋଲ ପମ୍ପକୁ ଆଗୁଆ ଟଙ୍କା…..
ସୌମ୍ୟ ହତ୍ୟା ମାମଲା:କଲ୍ କରି ଆମ୍ବୁଲାନ୍ସ ଫେରାଇ ଦେଇଥିଲେ…..
ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି…..