ରିପୋର୍ଟ କାର୍ଡ / ବୌଦ୍ଧ
ବୌଦ୍ଧ ଜିଲ୍ଲା ମନମୁଣ୍ଡାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ମନମୁଣ୍ଡାକୁ ଏନଏସି ମାନ୍ୟତା ନମିଳିବା ପ୍ରତିବାଦରେ ଏହି ବନ୍ଦ ପାଳନ କରାଯାଉଛି। ତେବେ ମନମୁଣ୍ଡା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ବନ୍ଦ ପ୍ରଭାବରେ ସହରରେ ସବୁ ଦୋକାନ ବଜାର, ସ୍କୁଲ , କଲେଜ ଆଦି ବନ୍ଦ ରହିଥିବା ଦେଖିବାକୁ ମିଳିଛି।
More Stories
ସିବିଏସ୍ଇର ନୂଆ ଅଧ୍ୟକ୍ଷ ଲୋଖଣ୍ଡେ ପ୍ରଶାନ୍ତ…..
ଏଣିକି ପିଲାଙ୍କୁ ମିଳିବ……
ଉପକୂଳ ସୁରକ୍ଷା ପାଇଁ ବଡ଼ ପଦକ୍ଷେପ…..