ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନୋଏଡା ସେକ୍ଟର ୨୧ ଅଞ୍ଚଳରେ ଏକ ନିର୍ମାଣାଧୀନ କାନ୍ଥ ଭୁଶୁଡ଼ିଛି | ଫଳରେ ୫ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବଳେ ଅନେକ ଲୋକ ଆହତ ହୋଇଛନ୍ତି । ଦୁର୍ଘଟଣାରେ ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ଓ ଉଦ୍ଧାରକାରୀ ଦଳ ପହଂଚହିଁ ଲୋକଙ୍କୁ ଉଦ୍ଧାର କରୁଛନ୍ତି । ଏ ଘଟଣାକୁ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କର ସମବେଦନା ପ୍ରକାଶ କରିଛନ୍ତି। ସେ ବରିଷ୍ଠ ଅଧିକାରୀମାନଙ୍କୁ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।






More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..