ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହାତ ଛାଡି ପଦ୍ମ ଧରିଛନ୍ତି ବକ୍ସର ବିଜେନ୍ଦ୍ର ସିଂହ। ସେ ଆଜି କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇଛନ୍ତି। ଦିଲ୍ଲୀ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ଦଳର ସଦସ୍ୟତା ଗ୍ରହଣ କରିଛନ୍ତି।ବିଜେନ୍ଦ୍ର ସିଂହ ବିଜେପିରେ ଯୋଗଦେବା ପରେ କଂଗ୍ରେସକୁ ବଡ ଝଟକା ଲାଗିଛି। କଂଗ୍ରେସ ଟିକେଟରେ ଏଥର ବିଜେନ୍ଦ୍ର ସିଂହ ମଥୁରାରୁ ନିର୍ବାଚନ ଲଢ଼ି ପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା। ବିଜେନ୍ଦ୍ର ସିଂହ ୨୦୧୯ରେ କଂଗ୍ରେସରେ ଯୋଗ ଦେଇଥିଲେ।






More Stories
ରାଜ୍ୟ ସଭାରେ ଉଠିଲା ଓଡ଼ିଶାର ଜାତିଗତ ଭେଦଭାବ କଥା……
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ….
ସଂସଦ କାର୍ଯ୍ୟ ୯ ପର୍ଯ୍ୟନ୍ତ ମୁଲତବୀ…..