ରିପୋର୍ଟ କାର୍ଡ / ଭୁବନେଶ୍ୱର
ବ୍ରଜରାଜନଗର ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ପାଇଁ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆସନ୍ତା ୩୧ ତାରିଖରେ ବ୍ରଜରାଜନଗରରେ ହେବାକୁ ଥିବା ଉପନିର୍ବାଚନ ପାଇଁ ପ୍ରଚାର ଜୋରଦାର ହେଉଛି । ସବୁ ଦଳ ନିଜ ନିଜର ଷ୍ଟାର କ୍ୟାମ୍ପେନଙ୍କୁ ପ୍ରଚାର ମୈଦାନକୁ ଓହ୍ଲାଇ ସାରିଲେଣି । ଆସନ୍ତାକାଲି ବ୍ରଜରାଜନଗରର ବିଜେପି ପ୍ରାର୍ଥୀଙ୍କ ପାଇଁ ମାରାଥନ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସଭା ଓ ଶୋଭାଯାତ୍ରା ମାଧ୍ୟମରେ ଭୋଟରଙ୍କୁ ମାଗିବେ ଭୋଟ୍ ।






More Stories
ଆସିଲା ସୁଭଦ୍ରା ଟଙ୍କା…..
ଶ୍ରୀମନ୍ଦିରକୁ ବୋମା ଧମକ ଦେଇଥିବା ଅଭିଯୁକ୍ତ ଗିରଫ…..
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..