ରିପୋର୍ଟ କାର୍ଡ / ଭୁବନେଶ୍ୱର
ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡି ବିଧାୟକ ପାର୍ଥି ଘୋଷଣା କରିଛି ବିଜୁ ଜନତା ଦଳ ପକ୍ଷରୁ | ଆଜି ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ପୂର୍ବତନ ବିଧାୟକ ସ୍ୱର୍ଗତଃ କିଶୋର କୁମାର ମହାନ୍ତିଙ୍କ ପତ୍ନୀ ଶ୍ରୀମତୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଭାବରେ ଘୋଷଣା କରିଛନ୍ତି |ସୂଚନା ଥାଉକି, ଆସନ୍ତା ମେ ୩୧ ଅନୁଷ୍ଠିତ ହେବ ବ୍ରଜରାଜନଗର ଉପନିର୍ବାଚନ । ଗତ ଡିସେମ୍ବର ୩୦ ତାରିଖ ସ୍ୱର୍ଗତଃ କିଶୋର ମହାନ୍ତିଙ୍କ ଅକାଳ ବିୟୋଗ ପରେ ଖାଲି ପଡିଥିଲା ଆସନ ।






More Stories
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……