ରିପୋର୍ଟ କାର୍ଡ / ବ୍ରହ୍ମପୁର
ବିସ୍ଫୋରଣ ଘଟି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ କୁକୁଟିଛି ଏହି ବିସ୍ଫୋରଣ। ଗାଁର ଗୋଟିଏ ଘରେ ଘଟିଛି ଏହି ବିସ୍ଫୋରଣ। ୨ ମୃତକଙ୍କ ମଧ୍ୟରୁ ଜଣଙ୍କର ବିସ୍ଫୋରଣ ସ୍ଥଳରେ ମୃତ୍ୟୁ ଘଟିଥିଲା। ଆଉ ଜଣଙ୍କର ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ମୃତ୍ୟୁ ହୋଇଥିଲା। ଅନ୍ୟ ତିନି ଗୁରୁତର ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ତେବେ ଘରେ କେମିତି ବିସ୍ଫୋରଣ ହେଲା, ତାହା ଜଣାପଡ଼ିନାହିଁ।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..