ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମହିଳା ରେସଲରଙ୍କୁ ଯୌନ ନିର୍ଯାତନା ଓ ପୁରୁଷ ରେସଲଙ୍କୁ ମାଡ଼ ମାରିବା ଭଳି ସାଂଘାତିକ ଅଭିଯୋଗରେ ଭାରତୀୟ କୁସ୍ତି ମହାସଂଘର ସଭାପତି ବ୍ରିଜ ଭୂଷଣ ଶରନ ସିଂହ ୨୨ ତାରିଖରେ ଇସ୍ତଫା ଦେଇ ପାରନ୍ତି। ଭିନେଶ ଫୋଗଟ, ବଜରଙ୍ଗ ପୁନିଆଙ୍କ ଭଳି ପଦକ ବିଜେତା ରେସରଲମାନେ ୧୮ ଜାନୁଆରୀରୁ ଦିଲ୍ଲୀର ଯନ୍ତରମନ୍ତର ଠାରେ ବ୍ରିଜ ଭୂଷଣ ଓ କୁସ୍ତି ମହାସଂଘ ବିରୋଧରେ ବିକ୍ଷୋଭ କରୁଛନ୍ତି। ବ୍ରିଜ ଭୂଷଣ ସମସ୍ତ ଅଭିଯୋଗକୁ ଖଣ୍ଡନ କରିଥିଲେ ମଧ୍ୟ କ୍ରୀଡ଼ା ମନ୍ତ୍ରଣାଳୟ ସଂଘକୁ କାରଣ ଦର୍ଶାଅ ନୋଟିସ ଜାରି କରିଛି।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..