ରିପୋର୍ଟ କାର୍ଡ / ନୟାଗଡ଼
ନୟାଗଡ଼ ଫତେପୁରରୁ ୧ କୋଟି ରୁ ଊର୍ଦ୍ଧ୍ଵ ଟଙ୍କାର ବ୍ରାଉନ୍ସୁଗାର ଜବତ ହୋଇଛି । କ୍ରାଇମବ୍ରାଞ୍ଚର ଏସଟିଏଫ୍ ଟିମ୍ ପକ୍ଷରୁ ଚଢ଼ାଉ କରି କୋଟିଏରୁ ଊର୍ଦ୍ଧ୍ଵ ଟଙ୍କାର ଧଳାଜହର ଜବତ ହୋଇଥିବା ସୂଚନା ମିଳିଛି । ଘଟଣାରେ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଏସଟିଏଫ୍ ଟିମ ପକ୍ଷରୁ ଜୋରଦାର ତଦନ୍ତ କରାଯାଉଛି ।
More Stories
କମିଲା ସୁନା ଦାମ୍…..
ଶ୍ରୀମନ୍ଦରରେ ଲାଗିବ ଆଣ୍ଟିଡ୍ରୋନ ସିଷ୍ଟମ୍….
ବଦଳିଲା ସାବିତ୍ରୀ ଅମାବାସ୍ୟା ଛୁଟି…..