ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରୁ ଆଜି ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଛି । ୫ କୋଟି ଟଙ୍କାର ଧଳାଜହର ଜବତ ହୋଇଥିବା ବେଳେ ସମ୍ପୃକ୍ତ ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ୩ ଜଣଙ୍କ ମଧ୍ୟରେ ୨ ଜଣ ତମାଣ୍ଡୋ ଓ ଜଣେ ପିପିଲିର ବୋଲି ଜଣାପଡିଛି। ଧଳାଜହର ପାଇଁ ଡିଲ୍ ଚାଲିଥିବା ସମୟରେ ଏସଏଟିଏଫ ଟିମ୍ ଗିରଫ କରିଛି।
More Stories
ବଙ୍ଗାଳୀ ଶ୍ରମିକଙ୍କୁ ହତ୍ୟା ,୬ ଗିରଫ…..
ଅଭିଯୁକ୍ତର ଘର ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ…..
କାର୍କୁ ଘୋଷାଡ଼ି ନେଲା ଟ୍ରକ…..