ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ଖୋଲମ ଖୋଲା ଚାଲିଛି ବ୍ରାଉନସୁଗାର ବିକ୍ରି | ପୁଣିଥରେ ୨୨ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । ଭୁବନେଶ୍ୱର କେଦାରପଲ୍ଲୀ ବସ୍ତିରୁ ଜବତ କରିଛି କଟକ ଅବକାରୀ ଫ୍ଲାଇଂ ସ୍କ୍ୱାର୍ଡ । ବ୍ରାଉନସୁଗାର ବିକ୍ରି କରିବା ଅଭିଯୋଗରେ ଜଣେ ମହିଳା ବ୍ୟବସାୟୀ ଗିରଫ ହୋଇଛନ୍ତି । ଗିରଫ ମହିଳା ଜଣଙ୍କ ସୁଷମା ନାୟକ ବୋଲି ଜଣାପଡିଛି ।






More Stories
ଡାଲମା ହାଣ୍ଡିରେ ବିଷାକ୍ତ ସାପ,୩୦ ଅସୁସ୍ଥ …..
ଫାଟିଲା ଗ୍ୟାସ୍ ସିଲିଣ୍ଡର; ଜଳିଲା ବଜାର….
ତହସିଲ୍ଦାରଙ୍କ ଘରେ ଭିଜିଲାନ୍ସ ରେଡ଼…..