ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜାନୁଆରୀ ୩୧ ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ଆଜି ଏ ସଂପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି । ଫେବ୍ରୁଆରୀ ୧ ତାରିଖ ପୂର୍ବାହ୍ନ ୧୧ଟାରେ ବଜେଟ୍ ଉପସ୍ଥାପନ ହେବ । ଏପ୍ରିଲ ୮ ତାରିଖ ଯାଏ ଚାଲିବ ଅଧିବେଶନ । ପ୍ରଥମ ଦିନ ଜାନୁଆରି ୩୧ ତାରିଖରେ ପାର୍ଲାମେଣ୍ଟର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି । ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରୁ ଏହା ଜଣାପଡ଼ିଛି ।






More Stories
ବଢ଼ିଲା ନେତାଙ୍କ ସୁରକ୍ଷା…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..