ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ରାଜରାସ୍ତାରୁ ବୁଲା ଗାଈଗୋରୁ ହଟିବେ। ଏନେଇ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ପ୍ରଦାନ କରିଛନ୍ତି। କାଞ୍ଜିଆହଦାଗୁଡିକୁ ପୁଣି କାର୍ଯ୍ୟକ୍ଷମ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟରେ ଅଧିକ ଗୋଶାଳା ନିର୍ମାଣ କରାଯିବ ଗୋଶାଳାରେ ଅସହାୟ ଗାଈଗୋରୁଙ୍କୁ ରଖାଯିବ। ସେହିପରି ଅସହାୟ ଗାଈଗୋରୁଙ୍କ ଯତ୍ନ ନେଉଥିବା ବ୍ୟକ୍ତି ବିଶେଷଙ୍କୁ ୨୦ ହଜାର ଟଙ୍କା ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……