ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ଆଳି ନିକଟରେ ଯାତ୍ରୀବାହୀ ବସ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା ବେଳେ କାହାର ମୃତ୍ୟୁ ହୋଇ ନଥିବା ସୂଚନା ମିଳିଛି। ଚାନ୍ଦବାଲିରୁ ୪୦ ଜଣ ଶ୍ରମିକକୁ ନେଇ ଆସୁଥିବା ଏହି ବସ ଭାରସମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା | ସୂଚନାମୁତାବକ କଟକ-ଚାନ୍ଦବାଲି ରାସ୍ତା ଗଞ୍ଜା ଗାଁ ନିକଟରେ ଏହି ବସ ଦୁର୍ଘଟଣା ହୋଇଛି । ସମସ୍ତ ଆହତ ମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି |
More Stories
ମାନ୍ନାପୁରମ୍ ରୁ ଲୁଟ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ…..
ତୁମ ବାପା ମୋ ସହ କାମ କରିଛନ୍ତି,ଚୁପ୍ ହୋଇ ନିଜ ଜାଗାରେ ବସ….
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ…..