ରିପୋର୍ଟ କାର୍ଡ / ଗଂଜାମ
ଭାରସାମ୍ୟ ହରାଇ ଓଲଟି ପଡିଛି ଯାତ୍ରୀବାହୀ ମିନିବସ୍ । ଅଳ୍ପକେ ବର୍ତ୍ତି ଯାଇଛନ୍ତି ୨୦ ଜଣ ଯାତ୍ରୀ | ୪ ଜଣ ଯାତ୍ରୀ ସାମାନ୍ୟ ଆହାତ ହୋଇଛନ୍ତି । ଏଭଳି ଦୁର୍ଘଟଣା ଘଟିଛି ଗଂଜାମ ଜିଲ୍ଲା ଶେରଗଡ଼ ଥାନା ଅନ୍ତର୍ଗତ ଖମାର ନାଳ ନିକଟରେ। ଆହାତଙ୍କୁ ଆସିକା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ବସଟି ଆସିକାରୁ ଦିଗପହଣ୍ଡି ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି |






More Stories
ପଶ୍ଚିମବଙ୍ଗ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ୍…..
ବିମାନରେ ନିଆଁ….
ଲିଭ୍-ଇନ୍ ସମ୍ପର୍କକୁ ମିଳିବ ସ୍ଵାମୀ ସ୍ତ୍ରୀ ମାନ୍ୟତା…..