ରିପୋର୍ଟ କାର୍ଡ / ଆଳି
କଟକ-ଚାନ୍ଦବାଲି ରାସ୍ତାର ଛପୋଲିଆ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍କୁ ହାଇଓ୍ୱା ଧକ୍କା ଦେବାରୁ ବସ୍ଟି ଭାରସାମ୍ୟ ହରାଇ ରାସ୍ତାତଳକୁ ଓଲଟି ପଡ଼ିଛି। ଦୁର୍ଘଟଣାରେ ୩୦ରୁ ଅଧିକ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତ ଯାତ୍ରୀଙ୍କୁ ଆଳି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
More Stories
ମାନ୍ନାପୁରମ୍ ରୁ ଲୁଟ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ…..
ତୁମ ବାପା ମୋ ସହ କାମ କରିଛନ୍ତି,ଚୁପ୍ ହୋଇ ନିଜ ଜାଗାରେ ବସ….
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ…..