ରିପୋର୍ଟ କାର୍ଡ / ମୟୁରଭଞ୍ଜ
ଯାତ୍ରୀବାହୀ ବସ ଓଲଟି ୨୦ ଜଣ ଆହତ ହୋଇଛନ୍ତି | ବସ ଟି କରଞ୍ଜିଆ ରୁ ବାରିପଦା ଆସୁଥିଲା | NH ୧୮ କୁଳିଅଣା ବାଲିମୁଣ୍ଡୁଳି ଛକ ନିକଟରେ ବସ ଓଲଟି ପଡିଛି | ସମସ୍ତ ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ବାରିପଦା ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି |
More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..