Report Card Odisha

| Daily Odia News

ବସ୍‌ ଦୁର୍ଘଟଣା, ୨୦ ଆହତ…..

ରିପୋର୍ଟ କାର୍ଡ / ମୟୂରଭଞ୍ଜ

ଏକ ବସ୍‌କୁ ହାଇୱାକୁ ପଛପଟୁ ଧକ୍କା ଦେବାରୁ ୨୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ବସ୍‌ରେ ୪୦ ଜଣ ଯାତ୍ରୀ ଥିଲେ। ଏଭଳି ଦୁର୍ଘଟଣ ଘଟିଛି ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର କରଞ୍ଜିଆ ଗ୍ରୀଡ଼ ନିକଟରେ | ସମସ୍ତ ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ଯାତ୍ରୀମାନଙ୍କ ମଧ୍ୟରେ ୫ଜଣ ଅବସ୍ଥା ଗୁରୁତର ରହିଛି।ପୋଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

 

Breaking News