ରିପୋର୍ଟ କାର୍ଡ / କଟକ
କଟକ ଲିଙ୍କ୍ରୋଡ଼ରେ ଛିଡ଼ା ହୋଇଥିବା ଏକ ବସ୍ରେ ଅଗ୍ନିକାଣ୍ଡ ଘଟିଛି। ବସ୍ଟି ପ୍ରାୟ ଅର୍ଦ୍ଧାଧିକ ପୋଡ଼ି ଯାଇଥିବା ବେଳେ ପାଖରେ ଥିବା ଏକ କେବିନ୍ ମଧ୍ୟ ସମ୍ପୂର୍ଣ୍ଣ ଜଳି ଯାଇଛି। ସବୁଠାରୁ ବଡ଼କଥା ବସ୍ରେ କେହି ଯାତ୍ରୀ ନଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..