ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବୁଲଗାରିଆରେ ଏକ ଭୟଙ୍କର ବସ ଦୁର୍ଘଟଣା ଘଟି ୪୫ ଜଣଙ୍କର ମୃତ୍ୟୁ ହୋଇଛି । ମଙ୍ଗଳବାର ନର୍ଥ ମାସିଡୋନିଆରେ ରାଜପଥରେ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ବସଟି ଦୁର୍ଘଟଣା ପରେ ନିଆଁ ଲାଗିଯାଇଥିଲା । ମୃତକଙ୍କ ମଧ୍ୟରେ ଅଧିକାଂଶ ପିଲା ଥିବା ଜଣାଯାଇଛି । ଦୁର୍ଘଟଣାସ୍ଥଳରୁ ୭ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ସେମାନଙ୍କ ଶରୀରର ଅଧିକାଂଶ ଭାଗ ପୋଡିଯାଇଛି । ଏହି ଲୋକମାନଙ୍କୁ ସୋଫିଆସ୍ଥିତ ହାସପାତାଳରେ ଭର୍ତ୍ତି କରାଯାଇଛି ।






More Stories
ଧର୍ମ ପରିବର୍ତ୍ତନକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ….
ଏପ୍ରିଲ ୯ ସୁଦ୍ଧା ଶେଷ ହେବ ଯୁଦ୍ଧ !…..
ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ…..