ରିପୋର୍ଟ କାର୍ଡ / କନ୍ଧମାଳ
ଚକା ଫାଟି ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ବାଲିଗୁଡା କୋଟଗଡ ଥାନା ଅନ୍ତର୍ଗତ ପଣ୍ଡାଇର୍ପି ମୁଣ୍ଡାସାହି ନିକଟରେ ଚକା ଫାଟିବାରୁ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏଥିରେ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ମେଡିକଲାରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାରେ କାହାର ମୃତ୍ୟୁ ଘଟିଥିବା ଏପର୍ଯ୍ୟନ୍ତ ଜଣାପଡିନାହିଁ ।






More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..