ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ ଆଜି ପୁଣି ବଢ଼ିଲା ବସ୍ ଭଡ଼ା । ଅଟୋମେଟିକ ମେକାନିଜିମ ଆଧାରରେ ବସ୍ ଭଡ଼ା ବୃଦ୍ଧି ପାଇଛି । ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡ଼ା କିଲୋମିଟର ପିଛା ୨ ପଇସା ବୃଦ୍ଧି ପାଇଛି। ଫଳରେ ସାଧାରଣ ବସ୍ ଭଡ଼ା କିମି ପିଛା ୯୦ରୁ ୯୨ ପଇସାକୁ ବୃଦ୍ଧି ପାଇଛି। ସେହିପରି ଏକ୍ସପ୍ରେସ ବସ୍ ଭଡ଼ା ୯୪ରୁ ୯୬ ପଇସାକୁ ବଢ଼ିଛି। ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ସୂଚନା ଅନୁସାରେ ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡ଼ା କିଲୋମିଟର ପିଛା ୨ ପଇସା ବୃଦ୍ଧି ପାଇଛି। ଫଳରେ ସାଧାରଣ ବସ୍ ଭଡ଼ା କିମି ପିଛା ୯୦ରୁ ୯୨ ପଇସାକୁ ବୃଦ୍ଧି ପାଇଛି। ସେହିପରି ଏକ୍ସପ୍ରେସ ବସ୍ ଭଡ଼ା ୯୪ରୁ ୯୬ ପଇସାକୁ ବଢ଼ିଛି । ବସ୍ ଭଡ଼ା ବୃଦ୍ଧି ନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି।






More Stories
ସେତୁ ବନ୍ଧନ ଯୋଜନାରେ ହେବ ୩,୧୬୭ଟି ସେତୁ…..
ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା…..
ଖାତାକୁ ଗଲା ସୁଭଦ୍ରା ଟଙ୍କା…..