ରିପୋର୍ଟ କାର୍ଡ / ଭୁବନେଶ୍ୱର
ହୁହୁ ହୋଇ ପେଟ୍ରୋଲ-ଡିଜେଲ ଦର ବଢିଚାଲିଛି | ଏହି ପ୍ରରିପେକ୍ଷୀରେ ରାଜ୍ୟରେ ବସ୍ ଭଡ଼ା ବଢ଼ିଯାଇଛି । ମିଳିଥିବା ସୂଚନା ଅନୁସାରେ, ଅର୍ଡିନାରୀ ଭଡ଼ା କିଲୋମିଟର ପିଛା ୮୭ରୁ ୯୦ ପଇସା ବୃଦ୍ଧି ପାଇଛି । ଏକ୍ସପ୍ରେସ ଭଡ଼ା କିଲୋମିଟର ପିଛା ୯୧ରୁ ୯୪ ପଇସାକୁ ବୃଦ୍ଧି ପାଇଛି । ସେହିପରି ଡିଲକ୍ସ ଭଡ଼ା ୧ ଟଙ୍କା ୨୫ ପଇସାରୁ ୧ ଟଙ୍କା ୩୧ ପଇସାକୁ ବୃଦ୍ଧି ପାଇଛି । ଏସି ଡିଲକ୍ସ ଭଡ଼ା ୧ ଟଙ୍କା ୫୩ ପଇସାରୁ ୧ ଟଙ୍କା ୫୯ ପଇସାକୁ ବୃଦ୍ଧି ପାଇଛି ।





More Stories
କ୍ୟାବିନେଟ ବୈଠକରେ ୪ ପ୍ରସ୍ତାବକୁ ମୋହର…..
ରାତି୧୦ଟାରେ ଉଠିବ ମହାଦୀପ…..
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…..