ରିପୋର୍ଟ କାର୍ଡ / ଭୁବନେଶ୍ୱର
ବରମୁଣ୍ଡା ବସ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ ଜଳିଯାଇଛି | ଖଣ୍ଡାଧାର କୁଇନ ନାମକ ବସଟି ସମ୍ପୂର୍ଣ୍ଣ ଜଳିଯାଇଥିବା ସୂଚନା ମିଳିଛି | ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି | ତେବେ ବସ୍ରେ କୌଣସି ଲୋକ ନଥିଲେ, ତେଣୁ କିଛି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି। ନିଆଁ ଲାଗିବାର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି।






More Stories
ଝଡବର୍ଷା ସମ୍ଭାବନା: ୧୨ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି…..
ମୋହନ ସରକାରକୁ ପୂରିଲା ୨ ବର୍ଷ: ରିପୋର୍ଟ ଉପସ୍ଥାପନ କରିବେ…..
ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ…..