ରିପୋର୍ଟ କାର୍ଡ / ବାରିପଦା
ଆଜି ବାରିପଦା ମେଡିକାଲ କଲେଜ ରଙ୍ଗାମାଟିଆ ଛକରେ ଘଟିଛି ବସ୍ ଦୁର୍ଘଟଣା । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ବସ୍ ଓଲଟି ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଫସି ରହିଥିବା ଅନ୍ୟ ଯାତ୍ରୀମାନଙ୍କୁ ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ସୂଚନା ମିଳୁଛି ।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….