ଆମ ସହର ରାଜ୍ୟ କାର୍ ଉପରେ ଓଲଟିଲା ବସ….. Report Card Bureau October 18, 2025 1 min read ରିପୋର୍ଟ କାର୍ଡ / ମୟୁରଭଞ୍ଜ କାର୍ ଉପରେ ଓଲଟିପଡ଼ିଲା ବସ। ୪ ଜଣ ଗୁରୁତର। ଏଭଳି ଘଟଣା ଦେଖିବାକୁ ମିଳିଛି। ବାରିପଦା NH- ୪୯ର ବାଙ୍ଗିରିପୋଷି ଘାଟିରେ। କାରର ସମସ୍ତ ଯାତ୍ରୀ ସୁରକ୍ଷିତ ଥିବାବେଳେ ବସ୍ର କିଛି ଯାତ୍ରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦମକଳ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି ରଖିଛି।Post navigationPrevious କଟକରେ ଯୁବକଙ୍କୁ ଛୁରାମାଡ଼……Next ଆସୁଛି ବଡ଼ ଲଘୁଚାପ, ୪୮ ଘଣ୍ଟାରେ…….Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. More Stories 1 min read ରାଜ୍ୟ ଆଜିଠୁ କଟକ ବାଲିଯାତ୍ରା,ଉଦ୍ଘାଟନ କରିବେ ରାଷ୍ଟ୍ରପତି….. November 24, 2026 Report Card Bureau 1 min read ଆମ ସହର ରାଜ୍ୟ ବିଦ୍ୟାଭାରତୀ ଚାକିରିରୁ ନିଲମ୍ବିତ….. November 23, 2026 Report Card Bureau ଆମ ସହର ରାଜ୍ୟ ଚାଷ ଜମି ବୁଲିଲେ, ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ….. November 23, 2026 Report Card Bureau
More Stories
ଆଜିଠୁ କଟକ ବାଲିଯାତ୍ରା,ଉଦ୍ଘାଟନ କରିବେ ରାଷ୍ଟ୍ରପତି…..
ବିଦ୍ୟାଭାରତୀ ଚାକିରିରୁ ନିଲମ୍ବିତ…..
ଚାଷ ଜମି ବୁଲିଲେ, ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ…..