Report Card Odisha

| Daily Odia News

୧୦ ରୁ ରାଜ୍ୟବ୍ୟାପୀ ବସ ଧର୍ମଘଟ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଆସନ୍ତା ୧୦ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ବସ ଧର୍ମଘଟ କରିବାକୁ ବସ ମାଲିକ ସଂଘ ପକ୍ଷରୁ ଘୋଷଣା କରାଯାଇଛି। ସରକାର ଦାବି ନ ମାନିବା ଓ ଆଲୋଚନା ନ କରିବାରୁ ଆସନ୍ତା ୧୦ ତାରିଖ ସକାଳ ୬ଟାରୁ ବସ ଧର୍ମଘଟ ଆରମ୍ଭ ହେବ | ଏହା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଚାଲିବ। ଏଥର ଶିକ୍ଷାନୁଷ୍ଠାନରେ ନିୟୋଜିତ ଘରୋଇ ବସ ମଧ୍ୟ ଧର୍ମଘଟରେ ସାମିଲ ହେବେ ବୋଲି ବସ ମାଲିକ ସଂଘ ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁଙ୍କ ସୂଚନା ଦେଇଛନ୍ତି।

Breaking News