ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତା ୧୦ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ବସ ଧର୍ମଘଟ କରିବାକୁ ବସ ମାଲିକ ସଂଘ ପକ୍ଷରୁ ଘୋଷଣା କରାଯାଇଛି। ସରକାର ଦାବି ନ ମାନିବା ଓ ଆଲୋଚନା ନ କରିବାରୁ ଆସନ୍ତା ୧୦ ତାରିଖ ସକାଳ ୬ଟାରୁ ବସ ଧର୍ମଘଟ ଆରମ୍ଭ ହେବ | ଏହା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଚାଲିବ। ଏଥର ଶିକ୍ଷାନୁଷ୍ଠାନରେ ନିୟୋଜିତ ଘରୋଇ ବସ ମଧ୍ୟ ଧର୍ମଘଟରେ ସାମିଲ ହେବେ ବୋଲି ବସ ମାଲିକ ସଂଘ ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁଙ୍କ ସୂଚନା ଦେଇଛନ୍ତି।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ…..