ରିପୋର୍ଟ କାର୍ଡ / କୋରାପୁଟ
ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ କରି ଘରୋଇ ବସ୍ ବନ୍ଦ କରିବେ ପଶ୍ଚିମାଞ୍ଚଳ ଓ ଦକ୍ଷଣାଞ୍ଚଳର ବସ୍ ମାଲିକ ସଂଘ। ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୨୪ ଘଣ୍ଟିଆ ବସ୍ ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ୧୩ ଜିଲ୍ଲାର ୨୪ ଘରୋଇ ବସ୍ ମାଲିକ ସଂଘ ୨୪ ଘଣ୍ଟିଆ ଧର୍ମଘଟ କରିବ। ସେମାନେ ଅଭିଯୋଗ କରିଛନ୍ତି, ବିଜେଡି ସରକାର ଅମଳରେ ପ୍ରଥମେ ଟାୟାର ୱାନ ଲକ୍ଷ୍ମୀ ବସ୍ ଚାଲିଥିଲା। ପ୍ରତିବାଦ ପରେ ବନ୍ଦ ରହିଥିଲା। ତେବେ ପୁଣି ଟାୟାର ଟୁ ଲକ୍ଷ୍ମୀ ବସ ଚଳାଚଳ ନେଇ ବସ ମାଲିକ ସଂଘ ପ୍ରତିବାଦ କରିଥିଲେ। ହେଲେ ନିର୍ବାଚନ ଯୋଗୁଁ ତାହା ସ୍ଥଗିତ ରହିଥିଲା। ବର୍ତ୍ତମାନ ସରକାର ବଦଳିଛି, ହେଲେ ବଦଳିନି ପୂର୍ବ ସରକାରଙ୍କ ଯୋଜନା।






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……