ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ନେପାଳର ତାନାହୁନ ଜିଲ୍ଲାରେ ବସ ଦୁର୍ଘଟଣ ଘଟିଛି | ଏହି ଦୁର୍ଘଟଣାରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି | ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି | ବସ ଟି ପୋଖରାରୁ ବାହାରି କାଠମାଣ୍ଡୁ ଯିବା ବେଳେ ନଦୀକୁ ଖସି ପଡିଛି | ଖବରପାଇ ପ୍ରଶାସନ ଓ ଉଦ୍ଧାରକାରୀ ଦଳ ପହଂଚି ଉଦ୍ଧାରକାର୍ଯ୍ୟ କରିଥିଲେ | ଏହି ବସଟି ଉତ୍ତରପ୍ରଦେଶର ଗୋରଖପୁରର ବୋଲି ଜଣାପଡିଛି | ତେବେ ବସରେ ଥିବା ଯାତ୍ରୀମାନେ କେଉଁ ଜିଲ୍ଲାର ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ |






More Stories
ବଢ଼ିଲା ନେତାଙ୍କ ସୁରକ୍ଷା…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..