ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୭ଟି ରାଜ୍ୟର ୧୩ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନର ଭୋଟ ଗଣତି ଆଜି ଆରମ୍ଭ ହୋଇଛି। ଚଳିତ ଲୋକସଭା ନିର୍ବାଚନରେ ଇଣ୍ଡି ମେଣ୍ଟ ଏନଡିଏକୁ କଡ଼ା ଟକ୍କର ଦେଇଥିବାବେଳେ ଏହି ୧୩ ଆସନର ଫଳାଫଳ ଉପରେ ସମସ୍ତଙ୍କ ନଜର ରହିଛି। ବିହାର, ପଶ୍ଚିମବଙ୍ଗ, ଉତ୍ତରାଖଣ୍ଡ, ହିମାଚଳପ୍ରଦେଶ, ପଞ୍ଜାବ, ତାମିଲନାଡୁ ଏବଂ ମଧ୍ୟପ୍ରଦେଶର ୧୩ ଆସନରେ ଏହି ଉପନିର୍ବାଚନ ହୋଇଥିଲା। ଚଳିତ ଲୋକସଭା ନିର୍ବାଚନରେ ବିଜେପି ନେତୃତ୍ଵାଧୀନ ଏନଡିଏ (ଜାତୀୟ ଗଣତାନ୍ତ୍ରିକ ମେଣ୍ଟ) ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଠନ କରିଛି।
More Stories
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..