ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶର ୧୫ତମ ଉପରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ସି.ପି ରାଧାକୃଷ୍ଣନ । ରାଷ୍ଟ୍ରପତି ଭବନରେ ଏହି ଶପଥ ଗ୍ରହଣ ସମାରୋହ ଉତ୍ସବ ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସି.ପି ରାଧାକୃଷ୍ଣନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏନଡିଏର ବରିଷ୍ଠ ନେତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଉପସ୍ଥିତ ରହିଥିଲେ । ବିରୋଧୀ ଦଳର ନେତା ମାନେ ମଧ୍ୟ ଏହି ଶପଥ ଗ୍ରହଣ ସମାରୋହରେ ସାମିଲ ହୋଇଥିଲେ
More Stories
ଅର୍ଚ୍ଚନାଙ୍କ ଘରେ ପଶିଲା ED…..
ଆଇଏଏସ୍ ସ୍ତରରେ ଅଦଳବଦଳ……
ବାତ୍ୟାକୁ ନେଇ ଆସିଲା ବଡ ଖବର…..