ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୋମବାର ସନ୍ଧ୍ୟାରେ ତିନୋଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । ୧୦ ହଜାର କୋଟିର ଅତିରିକ୍ତ ବଜେଟ୍କୁ ମନ୍ତ୍ରୀ ପରିଷଦ ମୋହର ମାରିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ରାଜ୍ୟ କ୍ୟାବିନେଟର ୩୧ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା |






More Stories
ପୁରୁଷ ବନ୍ଧୁଙ୍କ ଆଗରେ ଯୁବତୀଙ୍କୁ…..
ପରଲୋକରେ ପଦ୍ମଶ୍ରୀ ଉତ୍ସବ ଚରଣ ଦାସ…..
ଓଡ଼ିଶା ଗସ୍ତରେ ଆସିବେ ଅମିତ୍ ଶାହା…..