ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ବସିବ ରାଜ୍ୟ କ୍ୟାବିନେଟର ବୈଠକ। ସନ୍ଧ୍ୟା ପ୍ରାୟ ୫ଟାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ଏଥିରେ ଅର୍ଥ, ସାଧାରଣ ପ୍ରଶାସନ, ଆଇନ, ଜଳ ସମ୍ପଦ ସମେତ ବିଭିନ୍ନ ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିବା ସମ୍ଭାବନା ଅଛି । ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ କିଛି ବଡ଼ ଘୋଷଣା ହୋଇପାରେ । ପ୍ରାୟ ୮ରୁ ୧୦ଟି ପ୍ରସ୍ତାବ କ୍ୟାବିନେଟ ଅନୁମୋଦନ ପାଇପାରେ ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..