ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ ବୈଠକ କରିବାକୁ ଯାଉଛନ୍ତି। ଏହି ବୈଠକରେ ସରକାର ମହଙ୍ଗା ଭତ୍ତା ଉପରେ କିଛି ନିଷ୍ପତ୍ତି ନେଇପାରନ୍ତି।କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କୁ ବର୍ଷକୁ ଦୁଇଥର ମହଙ୍ଗା ଭତ୍ତା ଦିଆଯାଏ । ସରକାରୀ ନିୟମ ଅନୁଯାୟୀ ମହଙ୍ଗା ଭତ୍ତା ଜାନୁଆରୀ ପହିଲା ଏବଂ ଜୁଲାଇ ପହିଲାରେ ଦିଆଯାଏ । କୁହାଯାଉଛି କି ମହଙ୍ଗା ଭତ୍ତା ୩ କିମ୍ବା ୪ ପ୍ରତିଶତକୁ ବୃଦ୍ଧି କରାଯାଇପାରେ। ବର୍ତ୍ତମାନ ଏହା ୩୮ ପ୍ରତିଶତ ରହିଛି।






More Stories
ହସ୍ପିଟାଲରୁ ଡିସଚାର୍ଜ ହେଲେ ସୋନମ ୱାଙ୍ଗଚୁକ…..
ଶାନ୍ତିପୂର୍ଣ୍ଣ ପ୍ରତିବାଦ ପ୍ରତ୍ୟେକ ନାଗରିକଙ୍କ ଅଧିକାର, ଲାଠିଚାର୍ଜ ଠିକ୍ ନୁହେଁ’…..
ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା !…..