ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ଯ କ୍ଯାବିନେଟ ବୈଠକ ବସିବାର ଅଛି । ସଂଧ୍ଯାରେ ଏହି କ୍ଯାବିନେଟ ବୈଠକ ବସିବାର ଅଛି। ମୁଖ୍ଯମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ଯକ୍ଷତାରେ ହେଉଥିବା ଏହି ବୈଠକରେ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ସରକାର। ଅନେକ ପ୍ରସ୍ତାବ ଉପରେ ବାଜିପାରେ କ୍ଯାବିନେଟର ମୋହର।
More Stories
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….
ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ:ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ……