ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ସନ୍ଧ୍ୟା ୫ ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ ବୈଠକ | ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ହୋଇପାରେ ଆଲୋଚନା । ତେବେ ଅନେକ ପ୍ରସ୍ତାବ ଉପରେ ବି ବାଜିପାରେ ମୋହର । ବିଶେଷକରି କ୍ରୀଡା ଓ ଶିକ୍ଷା ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବା ନେଇ ଜଣାପଡିଛି |






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..