ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ଦିନ ସାଢ଼େ ୧୨ ଟାରେ ଭିଡିଓ କନଫରେନ୍ସିଂରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ଲୋକସେବା ଭବନରୁ କ୍ୟାବିନେଟ୍ ମନ୍ତ୍ରୀ ପରଷଦ ସମେତ ପ୍ରଶାସନିକ ଅଧିକାରୀ ଯୋଗ ଦେବେ । ବୈଠକରେ ସାଧାରଣ ପ୍ରଶାସନ ପକ୍ଷରୁ କେତେକ କର୍ମଚାରୀଙ୍କ ସର୍ଭିସ ନିୟମ ସଂଶୋଧନ ସହ ବିଭିନ୍ନ ବିଭାଗର ୧୧ ଟି ଗୁରୁତ୍ୱପର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ। ରାଜ୍ୟ କ୍ୟାବିନେଟରେ କଣ ସବୁ ନିଷ୍ପତ୍ତି ହେଉଛି ତାଉପରେ ନଜର ରହିଛି ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ