ରିପୋର୍ଟ କାର୍ଡ / ବରଗଡ
ବରଗଡ ଜିଲ୍ଲା ପଦମପୁର ଭଞ୍ଜଗୁଣ୍ଡା ନିକଟ ଝାଞ୍ଜ ସଂରକ୍ଷିତ ଜଙ୍ଗଲରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି | ଏହି ଗୁଳିବିନିମୟରେ ଜଣେ କ୍ୟାଡର ମାଓବାଦୀ ମୃତ | ଏ ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୋଲିସ ଡିଜି ଅଭୟ। ବିଭିନ୍ନ ମାରଣାସ୍ତ୍ର ସମେତ ଏକେ ୪୭ ଜବତ ହୋଇଥିବା ନେଇ ଡିଜିପି ସୂଚନା ଦେଇଛନ୍ତି। ଏସଓଜି ଓ ପୁଲିସର ମିଳିତ ଅପରେସନ ନେଇ ସୂଚନା ମିଳିଛି।






More Stories
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..
ମା’ଙ୍କୁ ମାରି ପ୍ଲାଷ୍ଟର କରିଦେଲା ପୁଅ !…..
ଟାଣି ନେଲା କୁମ୍ଭୀର…..