ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭାରତ ସରକାରଙ୍କ କମ୍ପଟ୍ରୋଲର ଆଣ୍ଡ ଅଡିଟର ଜେନେରାଲ ଗିରିଶ ଚନ୍ଦ୍ର ମୁର୍ମୁ ଜାତିସଂଘର ଆଭ୍ୟନ୍ତରୀଣ ସମୀକ୍ଷକ ସମିତିର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ନଭେମ୍ବର ୨୦ ଓ ୨୧ ତାରିଖରେ ନ୍ୟୁୟର୍କସ୍ଥିତ ଜାତିସଂଘ ମୁଖ୍ୟାଳୟରେ ଅନୁଷ୍ଠିତ ୬୩ତମ ଆଭ୍ୟନ୍ତରୀଣ ସମୀକ୍ଷକ ସମିତିରେ ଶ୍ରୀ ମୁର୍ମୁ ଯୋଗ ଦେଇଥିଲେ। ଏହି ସମିତିରେ ବିଶ୍ବର ୧୨ଟି ପ୍ରମୁଖ ସମୀକ୍ଷା ଅନୁଷ୍ଠାନର ମୁଖ୍ୟମାନେ ଯୋଗ ଦେଇଥିଲେ। ଗିରିଶ ମୁର୍ମୁଙ୍କ ଏହି ନିର୍ବାଚନ ଭାରତର ଆଭ୍ୟନ୍ତରୀଣ ଅଡିଟ୍ ପ୍ରତି ରହିଥିବା ପ୍ରତିଶ୍ରୁତିବଦ୍ଧତାକୁ ଦୋହରାଇଛି।






More Stories
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..