ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ଲୋକପ୍ରିୟ କାର୍ଟୁନିଷ୍ଟ କିଶୋର ରଥଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା। ଦୃଦ୍ଘାତରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ସୋମବାର ସକାଳ ସମୟରେ ତାଙ୍କୁ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହୋଇଥିଲା । ଯାହାଫଳରେ ତାଙ୍କର ମୃତ୍ୟୁ ହୋଇଛି । ସେପଟେ ବ୍ୟଙ୍ଗ ଚିତ୍ରକର କିଶୋର ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଅମର ଆତ୍ମାର ସଦ୍ଗତି କାମନା ସହ ପରିବାରକୁ ଗଭୀର ସମବେଦନା ଉପସ୍ଥାପନର ନିଜସ୍ବ ସ୍ବତନ୍ତ୍ର ଶୈଳୀ ପାଇଁ କିଶୋର ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ।






More Stories
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……
ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି…..
ପ୍ରଥମ ବନ୍ୟାଜଳ ଛାଡିଲା ହୀରାକୁଦ…..