ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସିବିଆଇ ଦ୍ବାରା ଗିରଫ ହୋଇଛନ୍ତି। ଇଡି ପରେ ସିବିଆଇ ତିହାର ଜେଲରେ ମଙ୍ଗଳବାର କେଜରିୱାଲଙ୍କୁ ଗିରଫ କରିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ସିବିଆଇ ଗିରଫ କରାଯାଇଥିବା ନେଇ ଜାତୀୟ ଗଣମାଧ୍ୟମରେ ସୂଚନା ଦିଆଯାଇଛି। ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଅରବିନ୍ଦଙ୍କୁ ଗିରଫ କରାଯାଇଛି। ଅରବିନ୍ଦ କେଜରିୱାଲଙ୍କୁ ଗିରଫ ପରେ ଆଜି କୋର୍ଟରେ ତାଙ୍କୁ ହାଜର କରାଯିବା ପାଇଁ ସିବିଆଇ ପକ୍ଷରୁ ଅନୁମତି ମଗାଯାଇଛି।
More Stories
ହମାସ ମୁଖ୍ୟ ୟାହୟା ସିନୱାର ନିହତ…..
ସଲମାନଙ୍କୁ ପୁଣି ଧମକ,ସିଦ୍ଦିକିଙ୍କଠାରୁ ବି ଅବସ୍ଥା ଖରାପ ହେବ…..
ଆଗାମୀ ସପ୍ତାହରେ ଓଡ଼ିଶାକୁ ଛୁଇଁପାରେ ବାତ୍ୟା,ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ବାରଣ….