ରିପୋର୍ଟ କାର୍ଡ / ବାଲେଶ୍ଵର
ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ୩ ଜଣଙ୍କୁ ଗିରଫ କରିଛି ସିବିଆଇ। ଗିରଫ ରେଳ କର୍ମଚାରୀମାନେ ହେଉଛନ୍ତି ସିନିଅର ସେକ୍ସନ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାଁ ଓ ଟେକ୍ନିସିଆନ ପପୁ କୁମାର। ଆଇପିସି ଧାରା ୩୦୪ ଏବଂ ୨୦୧ରେ ଏହି ୩ ଜଣଙ୍କୁ ଗିରଫ କରାଯାଇଛି। ଜାଣିକି ଅପରାଧ ଘଟାଇବା ଓ ପ୍ରମାଣ ଲୁଚାଇବା ଅଭିଯୋଗରେ ଏହି ତିନି ଜଣଙ୍କୁ ଗିରଫ କରାଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..