ରିପୋର୍ଟ କାର୍ଡ / ଭୁବନେଶ୍ୱର
ପାରାଦୀପ ପୋର୍ଟ ଲାଞ୍ଚ କାରବାର ମାମଲାରେ ଚର୍ଚ୍ଚିତ ମିଶ୍ରଙ୍କୁ ଜାମିନ ମିଳିଛି | ଓଡିଶା ଷ୍ଟିଭେଡୋର୍ସ ଲିମିଟେଡ଼ର ନିର୍ଦ୍ଦେଶକ ଚର୍ଚ୍ଚିତ ମିଶ୍ରଙ୍କୁ ସ୍ୱର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ସ୍ୱତନ୍ତ୍ର CBI କୋର୍ଟ | ସାକ୍ଷୀଙ୍କୁ ପ୍ରଭାବିତ ନକରିବା ଓ ପାର୍ସପୋର୍ଟ ଜମା ପାଇଁ ନିର୍ଦ୍ଦେଶ ହୋଇଛି | ଏହା ସହିତ ପ୍ରତି ୧୫ ଦିନରେ ତଦନ୍ତ ଅଧିକାରୀଙ୍କୁ ସାକ୍ଷାତ କରିବାକୁ ନିର୍ଦ୍ଦେଶ ହୋଇଛି |






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..