ରିପୋର୍ଟ କାର୍ଡ / ଭୁବନେଶ୍ୱର
ପାରାଦୀପ ପୋର୍ଟ ଲାଞ୍ଚ ମାମଲାରେ ସିବିଆଇର ୨ଟି ଆବେଦନ ଖାରଜ ହୋଇଛି। OSL ନିର୍ଦ୍ଦେଶକ ଚର୍ଚ୍ଚିତ ମିଶ୍ରଙ୍କୁ ପୁଣି ରିମାଣ୍ଡରେ ନେବାକୁ ସିବିଆଇ ଆବେଦନକୁ ସିବିଆଇ କୋର୍ଟ ଆଜି ଖାରଜ କରି ଦେଇଛନ୍ତି। ଏଥିସହ ଚର୍ଚ୍ଚିତଙ୍କ ଭଏସ ଟେଷ୍ଟ କରିବାକୁ ହୋଇଥିବା ଆବେଦନ ବି କୋର୍ଟ ଖାରଜ କରିଦେଇଥିବା ସୂଚନା ମିଳିଛି |
More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..