ରିପୋର୍ଟ କାର୍ଡ / ଭୁବନେଶ୍ୱର
ରେଲୱେରେ କାର୍ଯ୍ୟରତ ଥିବା ଅଧିକାରୀଙ୍କ ଘରେ CBI ରେଡ଼ ହୋଇଛି | ଆୟହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ପି.କେ ଜେନାଙ୍କ ର ୪ ଟି ସ୍ଥାନରେ ରେଡ଼ ଜାରିରହିଛି | ଭୁବନେଶ୍ୱରରେ ୨ ଟି, କଟକ ଓ ଜଗତସିଂହପୁରରେ ରେଡ଼ ଚାଲିଛି | ଚଢ଼ାଉ ସମୟରେ ପି.କେ ଜେନାଙ୍କ ଘରୁ କିଛି କାଗଜପତ୍ର ଓ ନଗଦ ଟଙ୍କା, ବ୍ୟାଙ୍କ ଦସ୍ତାବିଜ, ପାସପୋର୍ଟ ଆଦ ଜବତ ହୋଇଥିବା ସୂଚନା ମିଳିଛି।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..